ଓଆର୍‌ଏଚ୍‌ଡିସି ଦୁର୍ନୀତି ମାମଲାରେ ଦଣ୍ଡିତ ହେଲେ ପୂର୍ବତନ ଆଇଏଏସ୍‌ ବିନୋଦ କୁମାର

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଆର୍‌ଏଚ୍‌ଡିସି ଦୁର୍ନୀତି ମାମଲାରେ ପୂର୍ବତନ ଆଇଏଏସ୍‌ ବିନୋଦ କୁମାରଙ୍କୁ ଦଣ୍ଡିତ କରାଯାଇଛି । ବିନୋଦ କୁମାରଙ୍କ ସହ ୫ ଜଣଙ୍କୁ ଭିଜିଲାନ୍ସ କୋର୍ଟ ଦଣ୍ଡାଦେଶ ଦେଇଛନ୍ତି । ପ୍ରତ୍ୟେକଙ୍କୁ ୩ ବର୍ଷ ଲେଖାଏଁ ଜେଲ୍ ଓ ୫୦ ହଜାର ଟଙ୍କା ଜରିମାନା ଦେବାକୁ ହେବ ବୋଲି ଦଣ୍ଡାଦେଶ ଦିଆଯାଇଛି ।

Leave A Reply

Your email address will not be published.

error: Content is protected !!