om academy

କୋର୍ଟ ପରିସରରେ ଇ-ସେବା କେନ୍ଦ୍ର ଉଦଘାଟିତ

jsm

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି. ଉଦୟଗିରି ସ୍ଥିତ ମୁଖ୍ୟ ବିଚାରପତି ମାନ୍ୟବର ଉଚ୍ଚ ନ୍ୟାୟାଳୟ ଓଡ଼ିଶା କଟକଙ୍କ ନିର୍ଦ୍ଦେଶକ୍ରମେ କୋର୍ଟ ପରିସରରେ ଏକ ଇ-ସେବା କେନ୍ଦ୍ର ଉଦଘାଟିତ ହୋଇଯାଇଛି । ଏହାକୁ ପ୍ରଥମ ଶ୍ରେଣୀ ବିଚାର ବିଭଗୀୟ ବିଚାରପତି ସୁଶ୍ରୀ ସଙ୍ଗୀତା ଦାସ ଉଦଘାଟନ କରିଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ବିଚାରପତି ପାୟଲ ଗୁପ୍ତା ଅନ୍ୟାନ୍ୟ କର୍ମାଚାରୀ ଓ ଆଇନଜୀବୀ ପ୍ରମୁଖ ଉପସ୍ଥିତ ଥିଲେ । ଏହି ସେବା କେନ୍ଦ୍ର ‌ଦ୍ୱାରା ଓକିଲମାନେ ଅନଲାଇନ ମାଧ୍ୟମରେ କେସ ପଞ୍ଜିକରଣ କରିପାରିବେ ବୋଲି ଜଣାପଡିଛି ।

Leave A Reply

Your email address will not be published.