pakka

ବାଲେଶ୍ୱରରେ ପ୍ରତାପଙ୍କ ବିରୋଧରେ ଲଢ଼ିବେ ଲେଖାଶ୍ରୀ

bbehera

ବାଲେଶ୍ୱର : ବିଜେଡି ତା’ର ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଆଜି ଘୋଷଣା କରିଛି । ଏଥିରେ ଲୋକସଭା​ ପାଇଁ ବାକି ରହିଥିବା ଏକମାତ୍ର ବାଲେଶ୍ୱର ଆସନରେ ଦଳ ଡ. ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ପ୍ରାର୍ଥୀ କରିଛି । ବିଜେପି ଏହି ଆସନରେ ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କୁ ପୁଣି ପ୍ରାର୍ଥୀ କରିଥିବା ବେଳେ ବିଜେଡି ତାଙ୍କୁ ମାତ୍‌ ଦେବା ଲାଗି ଲେଖାଶ୍ରୀଙ୍କୁ ପ୍ରାର୍ଥୀ କରି ଏଠାରେ ମହିଳାକାର୍ଡ ଖେଳିଛି । ଫଳରେ ଏହି ଆସନରେ ଏଥର ଲୋକସଭାରେ ବଡ ଲଢେଇ ଦେଖିବାକୁ ମିଳିବ ବୋଲି ଚର୍ଚ୍ଚା ହେଉଛି ।

jay balangir
Leave A Reply

Your email address will not be published.

16 + 15 =