ଜିଲ୍ଲାସ୍ତରୀୟ ଆନ୍ତଃସ୍କୁଲ ଫୁଟବଲ ଟୁର୍ଣ୍ଣାମେଣ୍ଟ ଶେଷ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସୁନ୍ଦରଗଡ଼ରେ ନିକଟରେ ଶେଷ ହୋଇଥିବା ଜିଲ୍ଲାସ୍ତରୀୟ ଆନ୍ତଃସ୍କୁଲ ଫୁଟବଲ ଟୁର୍ଣ୍ଣାମେଣ୍ଟ ବେଳେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଶେଷ ଉତ୍ସାହ ଦେଖିବାକୁ ମିଳିଛି । ଫୁଟବଲ ଖେଳର ପ୍ରସାର ସହିତ ସ୍କୁଲ ସ୍ତରରୁ କ୍ରୀଡ଼ା ପ୍ରତିଭା ଅନ୍ୱେଷଣ ଲାଗି ଏହା ବିଶେଷ ସହାୟକ ହୋଇପାରିବ ।

Leave A Reply

Your email address will not be published.

error: Content is protected !!