pakka

ସମରାରେ ଫୁଟ୍‌ବଲ୍‌ ଟୁର୍ଣ୍ଣାମେଣ୍ଟ : ସମରା ବିଜୟୀ

bbehera

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସମରା ଗ୍ରାମର ସ୍ଥାନୀୟ ଖେଳ ପଡିଆଠାରେ ଆଜି ଜୟ ଦୁର୍ଗା କ୍ଳବ ପକ୍ଷରୁ ଫୁଟ୍‌ବଲ୍‌ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ସମାଜସେବୀ ସତ୍ୟପ୍ରିୟ ସାହୁ ଯୋଗଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ । ସମରା ଓ ମହିପୁର ଦଳ ମଧ୍ୟରେ ଖେଳ ଅନୁଷ୍ଠିତ ହୋଇଥିବା ବେଳେ ୨.୦ରେ ସମରା ଦଳ ବିଜୟୀ ହୋଇଥିଲା ।

Leave A Reply

Your email address will not be published.

thirteen − 2 =