oom

ବଲାଙ୍ଗିର ଜିଲ୍ଲା ପେସାଦାର ସାମ୍ବାଦିକ ସଂଘର ମୁରବୀ ବରିଷ୍ଠ ସାମ୍ବାଦିକ ସତ୍ୟନାରାୟଣଙ୍କୁ ସଂଘ ପକ୍ଷରୁ ଗଭୀର ଶ୍ରଦ୍ଧାଂଜଳି

jsmm

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପେସାଦାର ସାମ୍ବାଦିକ ସଂଘର ମୁରବୀ ବରିଷ୍ଠ ସାମ୍ବାଦିକ ସତ୍ୟନାରାୟଣଙ୍କୁ ସଂଘ ପକ୍ଷରୁ ଗଭୀର ଶ୍ରଦ୍ଧାଂଜଳି ପ୍ରଦାନ କରାଯାଇଛି । ଗତକାଲି ଅପରାହ୍ନ ୧ଟା ୪୫ମି.ରେ ବଲାଙ୍ଗିର ମାଟିର ସାମ୍ବାଦିକ ଜଗତର ପିତାମହ ଭୀଷ୍ମ ସତ୍ୟନାରାୟଣ ବେହେରାଙ୍କ ଦେହାନ୍ତ ହୋଇଥିବା ବେଳେ ବଲାଙ୍ଗିର ଜିଲ୍ଲା ପେସାଦାର ସାମ୍ବାଦିକ ସଂଘ ପକ୍ଷରୁ ଗଭୀର ଶୋକ ପ୍ରକାଶ କରାଯିବା ସହ ତାଙ୍କ ଅମର ଆତ୍ମାର ସଦ୍‌ଗତି ପାଇଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରାଯାଇଛି ।

jittmm
Leave A Reply

Your email address will not be published.