କୋରାପୁଟରୁ କୋଟିଏରୁ ଅଧିକ ଟଙ୍କାର ଗଞ୍ଜେଇ ଜବତ

କୋରାପୁଟ : କୋରାପୁଟ ଜିଲ୍ଲା ଜୟପୁରରୁ ୧ କୋଟି ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଧରିବାରେ ସଫଳ ହୋଇଛି ସଦର ପୋଲିସ । ଏହି ଗଞ୍ଜେଇକୁ ବ୍ରାହ୍ମଣୀ ଗାଁ ନିକଟରେ ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ଜବତ କରାଯାଇଛି । ପାଖାପାଖି ୧୨୪୦ କିଲୋ ଗଞ୍ଜେଇ ଜବତ ହୋଇଥିବା ବେଳେ, ଘଟଣାରେ ୨ ଜଣଙ୍କୁ ଗିରଫ କରିଛି ପୋଲିସ ।

Leave A Reply

Your email address will not be published.