pakka

ବସ୍‌ କର୍ମଚାରୀଙ୍କ ମଧ୍ୟରେ ଗଣ୍ଡଗୋଳ : ଜଣେ ଗୁରୁତର

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବରମୁଣ୍ଡା ନୂଆ ବସଷ୍ଟାଣ୍ଡରେ ଦୁଇ ବସ୍‌ କର୍ମଚାରୀଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିବା ବେଳେ ଉତ୍ତ୍ୟକ୍ତ କର୍ମଚାରୀଙ୍କ ଆକ୍ରମଣରେ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି । ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ତେବେ କର୍ମଚାରୀଙ୍କ ମଧ୍ୟରେ କେଉଁ କାରଣରୁ ବଚସା ହେବା ପରେ ଗଣ୍ଡଗୋଳ ହେଲା ତାହା ଜଣାପଡ଼ିନାହିଁ । ଏନେଇ ଭରତପୁର ପୁଲିସ ଖବର ପାଇବା ପରେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

jay balangir
Leave A Reply

Your email address will not be published.

5 + 18 =