centurian jitm

ପୁଣ୍ୟତିଥି ଅବସରରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିକୁ ମାଲ୍ୟାର୍ପଣ

nschool

ବରଗଡ, (ନିରୋଜ କୁମାର ପାଣୀ) : ଆଜି ବରଗଡ଼ ଜିଲ୍ଲା କଂଗ୍ରେସ କମିଟି ତରଫରୁ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପୁଣ୍ୟତିଥି (ତିରୋଧାନ ଦିବସ) ଅବସରରେ ଗାନ୍ଧୀଜୀଙ୍କ ପ୍ରତିମୂର୍ତ୍ତିକୁ ମାଲ୍ୟାର୍ପଣ କରାଗଲା । ଏଥିରେ ଜିଲ୍ଲା କଂଗ୍ରେସ କମିଟି ସଭାପତି ନିହାର ରଞ୍ଜନ ମହାନନ୍ଦ, ନିପନ ଦାଶ, ବରିଷ୍ଠ କଂଗ୍ରେସ ନେତା ପାଣ୍ଡବ କର୍ଣ୍ଣ, ସୁଧୀର ଜେନା, ସରୋଜ ଷଡ଼ଙ୍ଗୀ, ପ୍ରତାପ ଚନ୍ଦ୍ର ନାୟକ, ଅଭିଳାଷ ପତି, ଛାତ୍ର ନେତା ଅଭିଷେକ ନାୟକ, ସୁବ୍ରତ ନାଏକ, ପିକୁନ ନାଏକ, ନିହାର ବେହେରା, ସମୀର ଭୁଏ ପ୍ରମୁଖ ଦଳୀୟ କର୍ମୀ ଉପସ୍ଥିତ ଥିଲେ ।

Leave A Reply

Your email address will not be published.