ବିପୁଳ ପରିମାଣରେ ଗଞ୍ଜେଇ ଜବତ ସହ ଜଣେ ଗିରଫ

କୋରାପୁଟ : କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ କମାରଗୁଡା ଛକ ମାରଦା ଗ୍ରାମରୁ ଅବକାରୀ ବିଭାଗ ବିପୁଳ ପରିମାଣରେ ଗଞ୍ଜେଇ ଜବତ କରିଥିବା ଜଣାପଡିଛି । ପ୍ରାୟ ୬ କ୍ୱିଣ୍ଟାଲ ୬୫କେ.ଜି ଗଞ୍ଜେଇ ଜବତ କରାଯାଇଥିବା ସୂଚନା ମିଳିଛି । ମିଳିଥିବା ସୂଚନା ଅନୁସାରେ କୌଣସି ସୂତ୍ରରୁ ଖବରପାଇ ଅବକାରୀ ବିଭାଗ କମାରଗୁଡା ଛକରେ କଡା ନଜର ରଖି ଆସୁଥିଲା । ଏହିକ୍ରମରେ ମାରଦା ଗ୍ରାମର ଏକ ଘରେ ଚଢାଉ କରି ଗଞ୍ଜେଇ ଜବତ କରିବା ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଥିବା ସୂଚନା ମିଳିଛି ।

Leave A Reply

Your email address will not be published.