pakka

୧୬୫ କେ.ଜି ଚୋରା ଗଞ୍ଜେଇ ଜବତ : ୨ ଗିରଫ

bbehera

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ଅନୁଗୁଳ କିଶୋରନଗର ବାଙ୍କପଲାଶା ଅଞ୍ଚଳରୁ ୨ ଗଞ୍ଜେଇ ବେପାରୀଙ୍କୁ ଗିରଫ ଏସଟିଏଫ୍ ଗିରଫ କରିଥିବା ଜଣାପଡିଛି । ଗିରଫ ହୋଇଥିବା ୨ ଅଭିଯୁକ୍ତ ସୁଶାନ୍ତ କୁମାର ସାହୁ ଏବଂ ଯୁଗଳ ସାହୁ ବୋଲି ଜଣାପଡିଛି । ସେମାନଙ୍କ ନିକଟରୁ ୧୬୫ କେ.ଜି ଚୋରା ଗଞ୍ଜେଇ ଜବତ କରିଥିବା ଜଣାପଡିଛି । ଏହାସହ ଗୋଟିଏ ଦାମୀ କାର୍, ଗୋଟିଏ ପଲସର୍ ବାଇକ୍ ଏବଂ ଗୋଟିଏ ବନ୍ଧୁକ ଜବତ ହୋଇଛି । ଏନେଇ ଏସଟିଏଫ୍ ଡିଆଇଜି ଜୟନାରାୟଣ ପଙ୍କଜ ସୂଚନା ଦେଇଛନ୍ତି ।

jay balangir
Leave A Reply

Your email address will not be published.

12 − twelve =

error: Content is protected !!