କଟାଗଲା ୪୫,୦୦୦ ଗଞ୍ଜେଇ ଗଛ

ଚିତ୍ରକୋଣ୍ଡା : ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ପୋଲିସ, ପାପରମେଟେଲା ପୋଲିସ ଓ ଅବକାରୀ ବିଭାଗ ମିଳିତ ଆନୁକୂଲ୍ୟରେ ଡିଭିଏଫ୍‌ ସହଯୋଗରେ ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳ ରାଲେଗଡ଼ା ପଞ୍ଚାୟତ ସାକୃବନ୍ଧା ଏବଂ ପଲଙ୍କରାଇ ଗ୍ରାମ ଅଞ୍ଚଳରେ ମିଳିତ ଭାବରେ ଚଢାଉ କରି ୩୮ ଏକର ଜମିରେ ପ୍ରାୟ ୪୫,୦୦୦ ଗଞ୍ଜେଇ ଗଛ କାଟି ନଷ୍ଟ କରିଥିବା ସୂଚନା ମିଳିଛି ।

jittmm
Leave A Reply

Your email address will not be published.