oum

୫୫ କେଜି ଗଞ୍ଜେଇ ଜବତ ସହ ଜଣେ ଗିରଫ

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୫୫ କେଜି ଗଞ୍ଜେଇ ଜବତ ସହ ଜଣକୁ ଗିରଫ କରିଛି ଅବକାରୀ ବିଭାଗ ବୋଲି ଖବର ମିଳିଛି । ଗଞ୍ଜେଇ କାରବାର ନେଇ କୌଣସି ସୂତ୍ରରୁ ଅକବାରୀ ନିକଟରେ ଖବର ରହିଥିଲା । ଏନେଇ ଅବକାରୀ ବିଭାଗ ରାଜଧାନୀର ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ଚଢାଉ କରିଥିଲା । ଏହି ଚଢାଉରେ ଅବକାରୀ ବିଭାଗକୁ ପ୍ରାୟ ୫୫କେଜିର ଗଞ୍ଜେଇ ଜବତ କରିଥିବା ବେଳେ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି । ଗଞ୍ଜେଇ ଚୋରାଚାଲାଣ ଅଭିଯୋଗରେ ଗିରଫ ବ୍ୟକ୍ତିଙ୍କ ନାମ ମାଧବ ଦିଗାଲ ବୋଲି ଜଣାପଡ଼ିଛି ।

Leave A Reply

Your email address will not be published.