ଆସନ୍ତା ୨୩ରେ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହା

ଭୁବନେଶ୍ୱର : ଆସନ୍ତା ଫେବୃୟାରୀ ୨୩ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା । ଏହି ଅବସରରେ ଅମିତ ଶାହା ଢେଙ୍କାନାଳର ବୁଥ୍‌ସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

Leave A Reply

Your email address will not be published.