ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମର ଫଟୋ ତଥା ଲାଇଭ୍ କମନ୍ ଫିଡ୍ ପ୍ରଦାନ ନିମନ୍ତେ ବ୍ୟବସ୍ଥା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମର ଫଟୋ ତଥା ଲାଇଭ୍ କମନ୍ ଫିଡ୍ ପ୍ରଦାନ ନିମନ୍ତେ ବ୍ୟବସ୍ଥା କରାଯାଇଛି । ଭୁବନେଶ୍ୱରରେ ୧୦ ତାରିଖ ଜ୍ଞାନପ୍ରଭା ମିଶନ କାର୍ଯ୍ୟକ୍ରମ, ରମାଦେବୀ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ ଏବଂ ୧୧ ତାରିଖ କଟକ ସିଆର୍‌ଆର୍‌ଆଇ କାର୍ଯ୍ୟକ୍ରମର କମନ୍ ଫିଡ୍ ପ୍ରଦାନ କରାଯିବ । ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.