om academy

୨ ଦିନିଆ କୋରାପୁଟ ଗସ୍ତରେ ମୁଖ୍ୟ ଶାସନ ସଚିବ

jsm

ଜୟପୁର : ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଦୁଇ ଦିନିଆ କୋରାପୁଟ ଜିଲ୍ଲା ଗସ୍ତରେ ଆସିଛନ୍ତି । ଆଜି ଅପରାହ୍ନରେ ଜୟପୁର ଏୟାରପୋର୍ଟରେ ଓହ୍ଲାଇ ବିମାନ ବନ୍ଦର ପରିଦର୍ଶନ କରିଛନ୍ତି । ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ନିର୍ମାଣାଧିନ ୭ ମହଲା କୋଠା ବୁଲି ଦେଖିଛନ୍ତି । କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ଜିଲ୍ଲାପାଳ, ପୂର୍ତ୍ତ ବିଭାଗ ଏବଂ ସିଡିଏମ୍ଓଙ୍କ ସହ ଆଲୋଚନା କରିଛନ୍ତି । ସମୟ ସୀମା ମଧ୍ୟରେ କାମ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସେଠାରେ କାର୍ଯ୍ୟକ୍ରମ ସାରି ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଶୈବପୀଠ ଗୁପ୍ତେଶ୍ୱର ଅଭିମୁଖେ ବାହାରିଥିଲେ ।

Leave A Reply

Your email address will not be published.