୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜିଠୁ ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ନବୀନ । ମୁଖ୍ୟମନ୍ତ୍ରୀ ଦିଲ୍ଲୀରେ ପଡ଼ିରହିଥିବା ସରକାରୀ କାର୍ଯ୍ୟର ସମୀକ୍ଷା କରିବେ । କେନ୍ଦ୍ର ସହିତ ରାଜ୍ୟର ବିଭିନ୍ନ ପ୍ରସଙ୍ଗର ସମୀକ୍ଷା କରିବା ପରେ ଆସନ୍ତା ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରିବେ ବୋଲି ଜଣାପଡିଛି ।

Leave A Reply

Your email address will not be published.