centurian jitm

ମହିଳା ଓ ଶିଶୁବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀଙ୍କ ଦିନିକିଆ କେନ୍ଦୁଝର ଗସ୍ତ

nschool

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମହିଳା ଓ ଶିଶୁବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ୍ ଦିନିକିଆ କେନ୍ଦୁଝର ଗସ୍ତରେ ଯାଇ ଜିଲ୍ଲାରେ ବିଭାଗୀୟ କାର୍ଯ୍ୟର କ୍ଷେତ୍ରସ୍ତରୀୟ ସମୀକ୍ଷା କରିଛନ୍ତି । ମହିଳା ଓ ଶିଶୁବିକାଶ ପାଇଁ ଉଦ୍ଦିଷ୍ଟ କାର୍ଯ୍ୟକ୍ରମଗୁଡିକୁ ଅଧିକ ତ୍ୱରାନ୍ୱିତ କରିବା ନିମନ୍ତେ ସେ ଗୁରୁତ୍ଵାରୋପ କରିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.