om academy

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଅମିତ ଶାହ

jsm

ଭୁବନେଶ୍ୱର : ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆଜିଠାରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶୁକ୍ରବାର ରାତି ୧୦ଟା ୪୦ରେ ସେ ଭୁବନେଶ୍ୱରରେ ପହଞ୍ଚିବେ । ତାଙ୍କ ସହ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଆସିବେ । ଶନିବାର ପୂର୍ବାହ୍ନ ୧୧ଟାରେ ଲୋକସେବା ଭବନରେ ଭର୍ଚୁଆଲ ମାଧ୍ୟମରେ ଦୁଇଟି ଜାତୀୟ ରାଜପଥ ପ୍ରକଳ୍ପ ଉଦ୍‌ଘାଟନ କାର୍ଯ୍ୟକ୍ରମରେ ଯୋଗ ଦେବେ ।

Leave A Reply

Your email address will not be published.