ଆଜି ଦ୍ରୌପଦୀ ମୁର୍ମୁଙ୍କ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର : ଆଜି ଦିଲ୍ଲୀ ଯିବେ ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁ । ଭୁବନେଶ୍ୱର ବିମାନବନ୍ଦରରୁ ସକାଳେ ଦିଲ୍ଲୀ ଯାତ୍ରା କରିଥିବା ସୂଚନା ମିଳିଛି । ଦ୍ରୌପଦୀଙ୍କୁ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥିନୀ କରିଥିବା ବେଳେ ଦ୍ରୌପଦୀଙ୍କୁ ନେଇ ସାରା ରାଜ୍ୟରେ ଖୁସିର ମାହୋଲ ଦେଖିବାକୁ ମିଳୁଛି । ଭୁବନେଶ୍ୱର ସ୍ଥିତ ଏମସିଏଲ୍‌ ଗେଷ୍ଟ ହାଉସରେ ଦ୍ରୌପଦୀଙ୍କୁ ଶୁଭେଚ୍ଛା ଜଣାଇବାକୁ ଶୁଭେଚ୍ଛୁଙ୍କ ଭିଡ ଲାଗିଥିବା ଦେଖିବାକୁ ମିଳିଥିଲା ।

Leave A Reply

Your email address will not be published.

3 + 15 =