ଗଞ୍ଜାମ ଗସ୍ତରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଗସ୍ତରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଞ୍ଜାମ ଗସ୍ତରେ ଯାଇ ସେଠାରେ ସେ ଅଧିଷ୍ଠାତ୍ରୀ ଦେବୀ ମା’ତାରାତାରିଣୀ ଦର୍ଶନ କରିଛନ୍ତି । ପରେ ସେ ବ୍ରହ୍ମପୁର ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ ଅଫ ସାଇନ୍ସ ଏଜୁକେଶନ ଏଣ୍ଡ ରିସର୍ଚ୍ଚ(ଆଇଜର) ସ୍ଥାୟୀ କ୍ୟାମ୍ପସରେ ହଷ୍ଟେଲ ଉଦ୍‌ଘାଟନ କରିବା କାର୍ୟ୍ୟକ୍ରମ ରହିଛି । ପରେ ଗୋଳନ୍ଥରା ଇଶାଣେଶ୍ୱର ପ୍ରାଙ୍ଗଣରେ ଆୟୋଜିତ କର୍ମକର୍ତ୍ତା ସମ୍ମିଳନୀରେ ଯୋଗ ଦେବେ ବୋଲି ସୂଚନା ରହିଛି ।

Leave A Reply

Your email address will not be published.