om academy

ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ଲୋକଙ୍କ ସହ ଆଲୋଚନା କଲେ ଅନୁଗୋଳ ଜିଲ୍ଲାପାଳ

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଅନୁଗୋଳ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଜିଲ୍ଲାର ବିଭିନ୍ନ ବନ୍ୟା ପ୍ରଭାବିତ ଅଞ୍ଚଳ ଗସ୍ତ କରି ଲୋକଙ୍କ ସହ ଆଲୋଚନା କରିଛନ୍ତି । ତଳିଆ ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରାଯାଇ ରନ୍ଧା ଖାଦ୍ୟ ପ୍ରଦାନ କରାଯାଉଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.