ଗ୍ରାମ୍ୟ ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଗଜପତି ଜିଲ୍ଲାଗସ୍ତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗ୍ରାମ୍ୟ ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ ଗତକାଲି ଦିନିକିଆ ଗଜପତି ଜିଲ୍ଲାଗସ୍ତରେ ଯାଇ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରିଛନ୍ତି । ଜିଲ୍ଲାର ପୁଟ୍ଟିସାହି ଠାରୁ ଲିମାରସିଂ ରାସ୍ତାରେ ନିର୍ମାଣାଧୀନ ହାଇଲେବଲ୍ ସେତୁର କ୍ଷେତ୍ର ପରିଦର୍ଶନ କରିବା ସହ ଅନ୍ୟାନ୍ୟ ପ୍ରକଳ୍ପର ସମୀକ୍ଷା କରିଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.

error: Content is protected !!