om academy

ମନ୍ତ୍ରୀ ନବକିଶୋର ଦାସ ଓ ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତ

jsm
  • ଦୁଇ ରାଷ୍ଟ୍ରମନ୍ତ୍ରୀଙ୍କ କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା
  • ଆନୁଷ୍ଠାନିକ ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବେଗୁନିଆପଡ଼ା, କୋଦଳା, ବୁଢ଼ାମ୍ୱ ଓ କବିସୂର୍ଯ୍ୟନଗର ଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ନବ କିଶୋର ଦାସ ଓ ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ ବୁଧବାର ଯୋଗଦେଇ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । କବିସୂର୍ଯ୍ୟନଗର ବିଧାୟିକା ଶ୍ରୀମତୀ ଲତିକା ପ୍ରଧାନ ଓ ଜନ ପ୍ରତିନିଧିମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.