ଆଜି କୋରାପୁଟ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି କୋରାପୁଟ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜୟପୁରର ବିକ୍ରମଦେବ ମହାବିଦ୍ୟାଳୟର ପ୍ଲାଟିନମ୍‌ ଜୁବୁଲି ଉତ୍ସବ ପାଳନରେ ମୁଖ୍ୟମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ସେଠାରେ ଆଜି ୧୫୯୬ କୋଟି ଟଙ୍କାର ୧୨୩ଟି ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିବା ଜଣାପଡ଼ିଛି ।

Leave A Reply

Your email address will not be published.

3 + nineteen =

error: Content is protected !!