pakka

ଗାୟତ୍ରୀ ବାହିନୀ ତରଫରୁ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ

bbehera

ପଦ୍ମପୁର, (ନିରୋଜ କୁମାର ପାଣୀ) : ଗାୟତ୍ରୀ ବାହିନୀ ସଭାପତି ଜିତେଶ୍ୱରୀ ଦାସଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି ସଫେଇ କାର୍ଯ୍ୟକ୍ରମ । ଆଜି ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ଶ୍ରୀ ରାମ ମନ୍ଦିର ଠାରେ ଗାୟତ୍ରୀ ବାହିନୀ ତରଫରୁ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଗାୟତ୍ରୀ ବାହିନୀ ସଦସ୍ୟମାନେ ଉପସ୍ଥିତ ଥିଲେ ।

jay balangir
Leave A Reply

Your email address will not be published.

nine + 16 =