ଘଣ୍ଟାଶୁଣି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆନ୍ତର୍ଜାତିକ ସାକ୍ଷରତା ଦିବସ ପାଳିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଗୁରୁବାର ଦିନ ଘଣ୍ଟାଶୁଣି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଟିଟିଲାଗଡ଼ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ତରଫରୁ ଆନ୍ତର୍ଜାତିକ ସାକ୍ଷରତା ଦିବସ ପାଳନ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀଙ୍କ ପାଇଁ ରଚନା ଏବଂ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଭିରାମ ମାଝୀ ଓ କୋଦଣ୍ଡ ଭୋଇଙ୍କ ସଙ୍ଗେ ୧୪ ଜଣ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଉପସ୍ଥିତ ରହି କାର୍ଯ୍ୟକ୍ରମଟିକୁ ସମ୍ପାଦନ କରିଥିଲେ ।

Leave A Reply

Your email address will not be published.