pakka

ଆଗଲପୁର ଶିଶୁ ବିଦ୍ୟା ମନ୍ଦିରରେ ଘର ହିଁ ବିଦ୍ୟାଳୟର ୧ମ ପର୍ଯ୍ୟାୟ କାର୍ଯ୍ୟକ୍ରମ ଅନୁଷ୍ଠିତ

bbehera

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଆଗଲପୁର ଶିଶୁ ବିଦ୍ୟା ମନ୍ଦିରଠାରେ ଆସନ୍ତା ଶିକ୍ଷା ବର୍ଷ ପାଇଁ ନାମ ଲେଖାଇବା ସକାଶେ ଇଚ୍ଛୁକ ପିତାମାତାଙ୍କୁ ନେଇ ଘର ହିଁ ବିଦ୍ୟାଳୟ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଘନଶ୍ୟାମ ସାହୁ ମୁଖ୍ୟ ଅତିଥି ରୂପେ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ କରିଥିଲେ । ପ୍ରଧାନ ଆଚାର୍ଯ୍ୟ ଅଶୋକ କୁମାର ଭୋଇ ଅତିଥି ପରିଚୟ ପ୍ରଦାନ କରିବା ସଂଗେ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ସମସ୍ତ ଗୁରୁଜୀ ଓ ଗୁରୁମାନଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସୁଚାରୁ ରୂପେ ପରିଚାଳିତ ହୋଇଥିଲା ।

jay balangir
Leave A Reply

Your email address will not be published.

eighteen + sixteen =

error: Content is protected !!