pakka

ଘରୋଇ କଳହର କୁପରିଣତି : ବାପ ଓ ପୁଅ ହଣାହଣି

bbehera

ଭଦ୍ରକ : ବନ୍ତ ଘରୋଇ କଳହକୁ ନେଇ ବାପ ଓ ପୁଅ ହଣାହଣି । ଏଥିରେ ପୁଅର ମୃତ୍ୟୁ ଘଟିଥିବା ବେଳେ ବାପା ଗୁରୁତର ହୋଇଛି । ଥାନା ଗୋବିନ୍ଦପୁର ପଞ୍ଚାୟତ ସୁନାଗଢିଆ ଗାଁରେ ଏହି ଘଟଣା ଘଟିଛି । ମୃତକ ଜଣକ ହେଉଛନ୍ତି ଶଙ୍କର୍ଷଣ ବାରିକ । ବନ୍ତଥାନା ଗୋବିନ୍ଦପୁର ପଞ୍ଚାୟତ ସୁନାଗଢିଆ ଗାଁରେ ମାଧବ ବାରିକ ଓ ତାଙ୍କ ପୁଅ ଶଙ୍କର୍ଷଣ ମଧ୍ୟରେ ଝଗଡା ହୋଇଥିଲା । ପରେ ଏହା ଉଗ୍ରରୂପ ନେଇ ଉଭୟ ପରସ୍ପରକୁ ମରଣାନ୍ତକ ଆକ୍ରମଣ କରିଥିଲେ । ଘଟଣାସ୍ଥଳରେ ପୁଅ ଶଙ୍କର୍ଷଣଙ୍କ ମୃତ୍ୟୁ ଘଟିଥିବା ବେଳେ ବାପା ମାଧବ ଗୁରୁତର ହୋଇଥିଲେ । ମାଧବଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ କରୁଛି ।

jay balangir
Leave A Reply

Your email address will not be published.

seven − 7 =

error: Content is protected !!