csstore

ଭାଲୁମୁଣ୍ଡା ଗ୍ରାମଠାରେ ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ବିଜେଡି ତରଫରୁ ଭାଲୁମୁଣ୍ଡା ଗ୍ରାମଠାରେ ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପାଟଣାଗଡ଼ ବିଧାୟକ ସରୋଜ ମେହେର, ବିଜେଡି ଜିଲ୍ଲା ସାଧାରଣ ସମ୍ପାଦକ ଫିରୋଜ ଖାଁ, କୃଷକ ମୋର୍ଚ୍ଚା ସଭାପତି ଅଜୟ ଦାସ, ବିଜେଡି ବ୍ଲକ ସଭାପତି ରାଧେଶ୍ୟାମ କେତକୀ, କାର୍ଯ୍ୟକାରୀ ସଭାପତି ଡମ୍ବରୁ ମେହେର, ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ଉଦ୍ଧବ ବେହେରା, ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ଲାଲଚନ ପୁଟେଲ, ବିଜେଡିର ଯୁବନେତା ତଥା ଅବସର ପ୍ରାପ୍ତ ସୈନିକ ଗିରିରାଜ ସିଂ ମାଝୀ, ରାଜ୍ୟସଭା ସାଂସଦ ପ୍ରତିନିଧି ମନୋରଞ୍ଜନ ଭୋଇ, ଯୁବ ବିଜେଡି ବ୍ଲକ ସଭାପତି ଭକ୍ତବନ୍ଧୁ ବେହେରା, କାର୍ଯ୍ୟକାରୀ ସଭାପତି ସଞ୍ଜୟ ବେହେରା, ଛାତ୍ର ବିଜେଡି ବ୍ଲକ ସଭାପତି ଗୁରୁଚରଣ ଠେଲା, ପୂର୍ବତନ ବଙ୍ଗୋମୁଣ୍ଡା ସରପଞ୍ଚ ଜଗଦୀଶ ସୁନା, କର୍ଣ୍ଣ ମେହେର ଓ ବହୁ ବିଜେଡି କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ । ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଲୋକଙ୍କ ସହ ଆଲୋଚନା କରିଥିଲେ ।

jayashree
Leave A Reply

Your email address will not be published.