om academy

ଘରେ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କରୋନା ଦ୍ୱିତୀୟ ଲହରକୁ ରୋକିବା ପାଇଁ ରାଜ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଲକଡାଉନ୍ ଏବଂ ସପ୍ତାହାନ୍ତ ସଟ୍‌ଡାଉନ୍ ଘୋଷଣା କରାଯାଇଛି । ନିହାତି ଆବଶ୍ୟକ ନଥିଲେ ବାହାରକୁ ବାହାରନ୍ତୁ ନାହିଁ । ଘରେ ରୁହନ୍ତୁ, ସୁରକ୍ଷିତ ରୁହନ୍ତୁ । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.