pakka

ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କଲା ବିଜେପି କୃଷକ ମୋର୍ଚ୍ଚା

bbehera

ପାଟଣାଗଡ଼, (କେପିଏନ୍‌ଏସ୍‌) : ଚାଷୀଙ୍କ ବିଭିନ୍ନ ସମସ୍ୟାକୁ ନେଇ ବିଜେପି କୃଷକ ମୋର୍ଚ୍ଚା ପକ୍ଷରୁ ପାଟଣାଗଡ଼ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି । ଏଥିରେ ଶତାଧିକ ଚାଷୀ ସାମିଲ୍‌ ହୋଇଥିବା ବେଳେ ଏହି କ୍ରମରେ ୯ ଦଫା ଦାବୀ ସମ୍ବଳିତ ଏକ ଦାବୀପତ୍ର ପ୍ରଦାନ କରାଯାଇଛି । ତେବେ ଚାଷୀମାନଙ୍କ ସମସ୍ତ ସମସ୍ୟାର ତୁରନ୍ତ ସମାଧାନ ନ ହେଲେ ଆଗକୁ ଘନଘୋର ଆନ୍ଦୋଳନ କରାଯିବ ବୋଲି ବିଜେପି କୃଷକ ମୋର୍ଚ୍ଚା ଚେତାବନୀ ଦେଇଛି ।

jay balangir
Leave A Reply

Your email address will not be published.

2 × 3 =