pakka

ବିଜେପିର ସଂକଳ୍ପପତ୍ର ଘୋଷଣା ପରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

bbehera

ନୂଆଦିଲ୍ଲୀ : ବିଜେପିର ସଂକଳ୍ପପତ୍ର ଘୋଷଣା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ଜନସାଧାରଣଙ୍କୁ ସମ୍ବୋଧନ କରିଛନ୍ତି । ଆଜି ଅନେକ ରାଜ୍ୟରେ ନବବର୍ଷ ପାଳନ ହେଉଥିବା ବେଳେ ଓଡ଼ିଶାରେ ପଣା ସଂକ୍ରାନ୍ତି ପାଳିତ ହେଉଛି । ଆଜି ଭଳି ଶୁଭଦିନରେ ସଂକଳ୍ପପତ୍ର ଉନ୍ମୋଚନ ହୋଇଛି ବୋଲି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି । ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ପାଇପ ଯୋଗେ ଘରେ ଘରେ ଶସ୍ତାରେ ଗ୍ୟାସ ପହଞ୍ଚାଇବୁ । ମୁଦ୍ରା ଯୋଜନାରେ ୨୦ ଲକ୍ଷ ପର୍ଯ୍ୟନ୍ତ ଋଣ ବୃଦ୍ଧି କରାଯିବ । ଗରିବଙ୍କ ପାଇଁ ଆହୁରି ୩ କୋଟି ଆବାସ ନିର୍ମାଣ ହେବ । ୩ କୋଟି ଭଉଣୀଙ୍କୁ ଲକ୍ଷପତି ଦିଦି କରିବୁ । ମହିଳା ଖେଳାଳିଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ ।

jay balangir
Leave A Reply

Your email address will not be published.

4 + 6 =

error: Content is protected !!