ବଲାଙ୍ଗିର ସହରରେ ଆସନ୍ତା କାଲି ସକାଳ ୮ଟାରୁ ଅପରାହ୍ନ ୪ଟା ଯାଏଁ ବିଦ୍ୟୁତ ସରବରାହ ବନ୍ଦ ରହିବ : ବିଦ୍ୟୁତ ବିଭାଗ ପକ୍ଷରୁ ଘୋଷଣା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରରେ ଆସନ୍ତା କାଲି ୮ ତାରିଖ ସକାଳ ୮ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବିଜୁଳି ସରବରାହ ବନ୍ଦ ରହିବ ବୋଲି ବିଦ୍ୟୁତ ବିଭାଗ ପକ୍ଷରୁ ଘୋଷଣା କରାଯାଇଛି । ତେବେ ଗ୍ରୀଡ୍‌ ମରାମତି ଯୋଗୁଁ ଏଭଳି ପଦକ୍ଷେପ ନିଆଯାଇଥିବା ପ୍ରକାଶ କରାଯାଇଛି ।

Leave A Reply

Your email address will not be published.