ସୁବର୍ଣ୍ଣପୁରର ବୀରମହାରାଜପୁରକୁ ଏନ୍‌ଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜାପୁରରେ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ବିଷୟ ଘୋଷଣା କରିଥିଲେ । ବୀରମହାରାଜପୁର ଏଥିରେ ସାମିଲ ହେବା ଦ୍ୱାରା ନୂଆ ବିଜ୍ଞାପିତ ପରିଷଦ ସଂଖ୍ୟା ୩୫ରେ ପହଞ୍ଚିଲା । ବୀରମହାରାଜପୁର ସୁବର୍ଣ୍ଣପୁର ଜିଲ୍ଲାର ସବଡିଭିଜନ ମୁଖ୍ୟାଳୟ ଅଟେ ।

Leave A Reply

Your email address will not be published.