om academy

ଆଣ୍ଡାମାନ ସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୪ ମଇ ୨୦୨୨ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି, ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ସୃଷ୍ଟି ହେବାର ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.