pakka

୮.୪୫୦ ଲିଟର ବିଦେଶୀ ମଦ ଜବତ : ଜଣେ ଗିରଫ

bbehera

କଣ୍ଟାମାଳ : କଣ୍ଟାମାଳ ଅବକାରୀ ବିଭାଗ ୮.୪୫୦ ଲିଟର ବିଦେଶୀ ମଦ ଜବତ କରିବା ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି । ଅଭିଯୁକ୍ତ ଜଣକ ହେଲେ ଦିଲ୍ଲୀପ ମିଶ୍ର । ସୂଚନା ଅନୁଯାୟୀ, ଅବକାରୀ ଅଧିକାରୀ ସୂର୍ଯ୍ୟକାନ୍ତ ମଲ୍ଲିକ ବିଶ୍ୱସ୍ତ ସୂତ୍ରରୁ ଖବରପାଇ ଘଣ୍ଟାପଡା ଗ୍ରାମର ରାସ୍ତା ନିକଟରେ ଯାଞ୍ଚ କରିଥିଲେ । ଯାଞ୍ଚ ପରେ ଉକ୍ତ ଅଭିଯୁକ୍ତଙ୍କଠାରୁ ମଦ ବାହାରିଥିଲା । ଏନେଇ ବିଭାଗ ଏକ ମାମଲା ରୁଜୁକରି ଅଭିଯୁକ୍ତଙ୍କୁ କୋର୍ଟଚାଳାଣ କରିଥିବା ଜଣାପଡିଛି ।

jay balangir
Leave A Reply

Your email address will not be published.

9 − 4 =