shyamal

୫୦ ଲକ୍ଷରୁ ଅଧିକ ମୂଲ୍ୟର ନକଲି ଜର୍ଦ୍ଦା ଜବତ : ୨ ଜଣ ଗିରଫ

ଭଦ୍ରକ : ଭଦ୍ରକ ପୁରୁଣାବଜାର ଥାନା ହେଲାସାହିରୁ ଗୁରୁବାର ଏକ ନକଲି ଜର୍ଦ୍ଦା କାରଖାନା ପୁଲିସ୍ ଠାବ କରିଛି । ନକଲି ଜର୍ଦ୍ଦା କାରଖାନାରୁ ପ୍ରାୟ ୫୦ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ନକଲି ଜର୍ଦ୍ଦା ପୋଲିସ ଜବତ କରିଛି । ଚଢ଼ାଉ ସମୟରେ ନାମିଦାମି ଲୋଗୋ, ଷ୍ଟିକର ଓ ଅନ୍ୟାନ୍ୟ ସାମଗ୍ରୀ ମଧ୍ୟ ଜବତ କରାଯାଇଥିବା ସୂଚନା ମିଳିଛି । ଦୁଇ ଜଣଙ୍କୁ ଗିରଫ କରିଛି ପୋଲିସ । ତେବେ ଜଣେ ଅଭିଯୁକ୍ତ ଫେରାର୍‌ ହୋଇଯାଇଥିବାର ସୂଚନା ପେଇଛି ପୋଲିସ୍

purusottam
Leave A Reply

Your email address will not be published.