oum

୧୦ ଲକ୍ଷ ଟଙ୍କାର ଧଳାଜହର ଜବତ : ୫ ଗିରଫ

jsm

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ଼ ଜିଲ୍ଲା ନାଲାରୋଡ ଅଞ୍ଚଳରୁ ୧୦ ଲକ୍ଷ ଟଙ୍କାର ଧଳାଜହର ଜବତ କଲା ପ୍ଲାଣ୍ଟସାଇଟ୍ ପୋଲିସ । ଏହା ସହିତ ଗୋଟିଏ କାର ଏବଂ ବାଇକ୍‌ ଜବତ କରିବା ସହ ୫ ଜଣଙ୍କୁ ପୋଲିସ ଗିରଫ କରିଥିବା ଜଣାପଡିଛି । ଏହି ୫ ଅଭିଯୁକ୍ତ ଧଳାଜହର କାରବାରର ମାଷ୍ଟରମାଇଣ୍ଡ ହୋଇଥିବା ଜଣାପଡ଼ିଛି । ପୋଲିସ ସେମାନଙ୍କୁ ଅଟକ ରଖି ପଚରାଉଚୁରା କରୁଥିବା ସୂଚନା ମିଳିଛି ।

Leave A Reply

Your email address will not be published.