om academy

ସୁପାରୀ କିଲରକୁ ଗିରଫ କଲା କମିଶନରେଟ ପୋଲିସ

jsm

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ରାଜଧାନୀ ଭୁବନେଶ୍ୱର ନୟାପଲ୍ଲୀ ଅଞ୍ଚଳରୁ ଜଣେ ସୁପାରୀ କିଲରକୁ ଗିରଫ କରିଛି କମିଶନରେଟ ପୋଲିସ । ଗିରଫ ହୋଇଥିବା ସୁପାରୀ କିଲର ନିକଟରୁ ୨ଟି ପିସ୍ତଲ ଓ ଗୁଳି ଜବତ ହୋଇଥିବା ବେଳେ ଅଭିଯୁକ୍ତର ଘର ଜଗତସିଂହପୁର ଜିଲ୍ଲାରେ ବୋଲି ଜଣାପଡିଛି । ତେବେ ଏହି ସୁପାରୀ କିଲରକୁ ଭୁବନେଶ୍ୱରରେ ଜଣେ ବ୍ୟବସାୟୀଙ୍କୁ ହତ୍ୟା କରିବା ପାଇଁ ସୁପାରୀ ଦିଆଯାଇଥିଲା ।

Leave A Reply

Your email address will not be published.