ଚାରପାଣି ଗ୍ରାମରେ ୨୨ତମ ଗିରିଗୋବଦ୍ଧନ ପୂଜା ଆରମ୍ଭ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ବଡବାଙ୍କି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଚାରପାଣି ଗ୍ରାମରେ ଗିରିଗୋବର୍ଦ୍ଧନ ପୂଜା କମିଟି ଚାରପାଣି ଗାଁ ତରଫରୁ ଗିରିଗୋବଦ୍ଧନ ପୂଜା ଆରମ୍ଭ ହୋଇଯାଇଛି । ଏହି ପୂଜାରେ ଅନେକ ମନୋରଞ୍ଜନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥାଏ । ଏହି ପୂଜା ୧୨ ନଭେମ୍ବରରୁ ୧୪ ନଭେମ୍ବର ପର୍ଯ୍ୟନ୍ତ ପାଳନ କରାଯାଇଥିଲା । ପୂଜା କମିଟି ପକ୍ଷରୁ ଲୋକଙ୍କ ମନୋରଞ୍ଜନ ପାଇଁ ପ୍ରତ୍ୟେକ ଦିନ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ଏହି ଅଞ୍ଚଳରେ ଭିନ ଭିନ୍ନ ଗାଁରୁ ହଜାର ହଜାର ଲୋକଙ୍କ ଭିଡ଼ ଦେଖିବାକୁ ମିଳଛି ।

Leave A Reply

Your email address will not be published.