jsm

ଭିଜିଲାନ୍ସ ଜାଲରେ ଗୋଲାମୁଣ୍ଡା ବିଡ଼ିଓ ଅକ୍ଷମିତା କାର୍ତ୍ତିକ

csstore
  • ବିଡ଼ିଓଙ୍କ ଗାଡିରୁ ବିପୁଳ ପରିମାଣ ଟଙ୍କା ଜବତ

ଭବାନୀପାଟଣା, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବିଡ଼ିଓ ଅକ୍ଷମିତା କାର୍ତ୍ତିକ ଭବାନୀପାଟଣାରୁ ମିଟିଂ ସାରି ଗୋଲାମୁଣ୍ଡା ଫେରୁଥିବା ସମୟରେ କଳାହାଣ୍ଡି ଭିଜିଲାନ୍ସର ଏକ ଟିମ୍‌ କୌଣସି ସୂତ୍ରରୁ ଖବର ପାଇ ଜାତୀୟ ରାଜପଥ ୨୬ ଜାରିଙ୍ଗ ନିକଟରେ ବିଡ଼ିଓଙ୍କ ଗାଡିକୁ ଅଟକାଇ ଭିଜିଲାନ୍ସ ଅଧିକାରୀ ମାନେ ଯାଞ୍ଚ କରିଥିଲେ । ସେହି ସମୟରେ ବିଡ଼ିଓଙ୍କ ଗାଡିରୁ ବିପୁଳ ପରିମାଣ ଟଙ୍କା ଜବତ ହୋଇଥିବା ସୂଚନା ମିଳିଛି । ତେବେ ଜବତ ଟଙ୍କା ବିଷୟରେ କୌଣସି ସନ୍ତୋଷଜନକ ଉତ୍ତର ବି.ଡ଼ି.ଓ ଦେଇ ପାରିନଥିବା ବେଳେ ତଦନ୍ତ ଜାରି ରହିଛି ।

yuvodaya
Leave A Reply

Your email address will not be published.