pakka

ଜମି ବିବାଦକୁ କେନ୍ଦ୍ର କରି ପାଟିମାଲ ଗ୍ରାମରେ ଗୋଷ୍ଠୀ ସଂଘର୍ଷ : ୫ ଗୁରୁତର

bbehera

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଥାନା ଅନ୍ତର୍ଗତ ପାଟିମାଲ ଗ୍ରାମରେ ଜମି ବିବାଦକୁ କେନ୍ଦ୍ର କରି ଉକ୍ତ ଗ୍ରାମର କଟା ପରିବାର ଓ ବନ୍‌ଛୋର ପରିବାର ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହୋଇଥିବା ଖବର ମିଳିଛି । ତେବେ ଏହି ଗୋଷ୍ଠୀ ସଂଘର୍ଷରେ ୫ ଜଣ ଗୁରୁତର ଆହତ ହୋଇ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଖବର ମିଳିଛି ।

jay balangir
Leave A Reply

Your email address will not be published.

11 + two =