ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ଅଧ୍ୟକ୍ଷା ଭାବେ ଦାୟିତ୍ୱ ଗ୍ରହଣ କଲେ ଶ୍ରୀମୟୀ ମିଶ୍ର

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଆଜି ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ଅଧ୍ୟକ୍ଷା ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଶ୍ରୀମୟୀ ମିଶ୍ର । ଏହି ଅବସରରେ ସେ ନିଜ ବକ୍ତବ୍ୟରେ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଆଜି ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡର ଅଧ୍ୟକ୍ଷା ଭାବେ ଦାୟିତ୍ୱ ଗ୍ରହଣ କଲି । ମୁଁ ସମସ୍ତଙ୍କ ଆଶୀର୍ବାଦ ଓ ସହଯୋଗ କାମନା କରୁଛି ।

Leave A Reply

Your email address will not be published.

three × 4 =