pakka

ଖରା ଦିନିଆ ଜଳ ସମସ୍ୟା ସମାଧାନ ନିମନ୍ତେ ପଦକ୍ଷେପ ଗ୍ରହଣ

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଖରା ଦିନିଆ ଜଳ ସମସ୍ୟା ସମାଧାନ ନିମନ୍ତେ ରାଜ୍ୟର ସମସ୍ତ ୧୧୫ଟି ସହରାଞ୍ଚଳରେ ପାନୀୟଜଳ ବ୍ୟବସ୍ଥାକୁ ସୁଦୃଢ଼ କରାଯିବ । ଜଳକ୍ଲିଷ୍ଟ ଅଞ୍ଚଳରେ ପ୍ରାୟ ୩ ହଜାର ପି.ଭି.ସି ଟ୍ୟାଙ୍କ ବସାଯାଇ ୨୨୫ଟି ଟ୍ୟାଙ୍କର ମାଧ୍ୟମରେ ନିୟମିତ ଭାବେ ଜଳ ଯୋଗାଣ କରାଯିବ । ସହରାଞ୍ଚଳରେ ନିୟୋଜିତ ୭୫୬ ଜଣ ଜଳସାଥିଙ୍କ ମାଧ୍ୟମରେ ପାନୀୟଜଳ ସଂପର୍କିତ ବିଭିନ୍ନ ଅଭିଯୋଗ ଗ୍ରହଣ ଏବଂ ୨୪ ଘଂଟିଆ ନିୟନ୍ତଣ କକ୍ଷ ବିଭାଗ ପକ୍ଷରୁ ଖୋଲାଯିବ । ଦୈନିକ ପ୍ରାୟ ଦେଢ଼ ଲକ୍ଷ ଘରକୁ ୯୭ ଲକ୍ଷ ମିଲିୟନ ଲିଟର ଜଳ ଯୋଗାଣ କରାଯିବ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

jay balangir
Leave A Reply

Your email address will not be published.

eleven − four =

error: Content is protected !!