om academy

କୃଷି ବିଭାଗର ଦାୟିତ୍ୱ ଗ୍ରହଣ କଲେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କୃଷି ବିଭାଗର ଦାୟିତ୍ୱ ଗ୍ରହଣ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ । କୃଷି ବିଭାଗ ଦାୟିତ୍ୱ ନେବାପରେ କୃଷି ଭବନକୁ ଯାଇ ବୁଲି ଦେଖିବା ସହ ଅଧିକାରୀଙ୍କ ସହ ଆଲୋଚନା ମଧ୍ୟ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ । ରାଜ୍ୟରେ କୃଷି କ୍ଷେତ୍ରରେ କିଭଳି ପ୍ରଗତି ହେବ, ସେନେଇ ମିଳିମିଶି କାମ କରିବା ପାଇଁ ପରାମର୍ଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକବର୍ଦ୍ଧନ । ବିଭାଗରେ ମୁଁ ମନ୍ତ୍ରୀ ନୁହେଁ, ଆପଣଙ୍କ ଭଳି ବିଭାଗର ଜଣେ ବୋଲି ମନ୍ତ୍ରୀ କହିଛନ୍ତି ।

Leave A Reply

Your email address will not be published.