ଖରିଫ ଋତୁରେ ଚାଷୀମାନଙ୍କୁ ପର୍ଯ୍ୟାପ୍ତ ପରିମାଣରେ ବିହନ, ସାର ଓ କୀଟନାଶକ ଯୋଗାଣ ତ୍ୱରାନ୍ୱିତ କରିବା ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ ଗ୍ରହଣ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଚଳିତ ଖରିଫ ଋତୁରେ ଚାଷୀମାନଙ୍କୁ ପର୍ଯ୍ୟାପ୍ତ ପରିମାଣରେ ବିହନ, ସାର ଓ କୀଟନାଶକ ଯୋଗାଣ ତ୍ୱରାନ୍ୱିତ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି । ସେହିପରି ପ୍ୟାକ୍ସ୍/ଲ୍ୟାମ୍ପସ୍ ଗୁଡିକରେ ବିହନ ଓ ସାର ପର୍ଯ୍ୟାପ୍ତ ପରିମାଣରେ ମହଜୁଦ ରଖାଯିବା ନେଇ ଅଧିକାରୀମାନେ ନିୟମିତ ତଦାରଖ କରିବେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.