csstore

ସୋଆ ପ୍ରତିଷ୍ଠାତା ସଭାପତି ପ୍ରଫେସର ଡ. ମନୋଜରଂଜନ ନାୟକଙ୍କୁ ‘ଶ୍ରୀ ବିମଳା ରହସ୍ୟ’ ଗ୍ରନ୍ଥ ଅର୍ପଣ

ଭୁବନେଶ୍ୱର : ଓଡ଼ିଶାର ଶ୍ରୀଜଗନ୍ନାଥ ସଂସ୍କୃତିଭିତ୍ତିକ ସଂଗଠନ ନୀଳାଦ୍ରି ଆଧ୍ୟାତ୍ମିକ ଟ୍ରଷ୍ଟ ପକ୍ଷରୁ ଶୁକ୍ରବାର ସୋଆ ପ୍ରତିଷ୍ଠାତା ସଭାପତି ପ୍ରଫେସର ଡ. ମନୋଜରଂଜନ ନାୟକଙ୍କୁ ଟ୍ରଷ୍ଟର ସଭାପତି ଦଇତାପତି ରାମଚନ୍ଦ୍ର ଦାସ ମହାପାତ୍ର, ସମ୍ପାଦକ ଗବେଷକ ଡ. ଭାସ୍କର ମିଶ୍ର, ବଡ଼ୁ ସୁଆର ନିଯୋଗର ସମ୍ପାଦକ ବିଶ୍ୱନାଥ ସାମନ୍ତରା ପ୍ରମୁଖ ‘ଶ୍ରୀ ବିମଳା ରହସ୍ୟ’ ଗ୍ରନ୍ଥ ଅର୍ପଣ କରିଛନ୍ତି । ଗ୍ରନ୍ଥଟି ନୀଳାଦ୍ରି ଆଧ୍ୟାତ୍ମିକ ଟ୍ରଷ୍ଟ ପକ୍ଷରୁ ପ୍ରକାଶ କରାଯାଇଛି ।

jayashree
Leave A Reply

Your email address will not be published.