pakka

୬୦ତମ ଗୃହରକ୍ଷୀ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପୋଲିସ ପ୍ରଶାସନ ତରଫରୁ ସ୍ଥାନୀୟ ରିଜର୍ଭ ପୋଲିସ ପଡିଆଠାରେ ୬୦ତମ ଗୃହରକ୍ଷୀ ଦିବସ ପାଳିତ ହୋଇଯାଇଛି । ବଲାଙ୍ଗିର ଆରକ୍ଷୀ ଅଧିକ୍ଷକ ନିତିନ କୁଶଲକରଙ୍କ ନେତୃତ୍ୱ ଓ ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ କୁମୁଦ ସେଠଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବା ବେଳେ ବଲାଙ୍ଗିର ସହରର ଅନେକ ବୁଦ୍ଧିଜୀବୀ ଅତିଥି ଭାବରେ ଉପସ୍ଥିତ ରହିଥିଲେ ।

Leave A Reply

Your email address will not be published.

six + 1 =