ପୋମରା ଜଙ୍ଗଲରେ ଗୁଳିବିନିମୟ, ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ମାଓବାଦୀ ନିହତ

ମାଲକାନଗିରି : ମାଲକାନଗିରି ଛତିଶଗଡ ସିମାନ୍ତ ବିଜାପୁର ଜିଲ୍ଲାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ମାଓବାଦୀ ନିହତ ହୋଇଛନ୍ତି । ବର୍ତ୍ତମାନ ଜଙ୍ଗଲରେ ସିଆର୍‌ପିଏଫ୍‌ ଡିଆରଜି ଏବଂ ଏସ୍‌ଟିଏଫ୍‌ ବାହିନୀ ପକ୍ଷରୁ କୁମ୍ବିଂ ଅପରେସନ ଚାଲିଛି । ସର୍ଚ୍ଚ ଅପରେସନ୍ ବେଳେ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ସହ ବନ୍ଧୁକ ମଧ୍ୟ ଜବତ ହୋଇଛି ।

Leave A Reply

Your email address will not be published.